ଶରଶଯ୍ୟା (Record no. 36430)
[ view plain ]
| 000 -LEADER | |
|---|---|
| fixed length control field | 04423 a2200265 4500 |
| 003 - CONTROL NUMBER IDENTIFIER | |
| control field | NISER |
| 005 - DATE AND TIME OF LATEST TRANSACTION | |
| control field | 20251209162241.0 |
| 008 - FIXED-LENGTH DATA ELEMENTS--GENERAL INFORMATION | |
| fixed length control field | 251121b |||||||| |||| 00| 0 hin d |
| 020 ## - INTERNATIONAL STANDARD BOOK NUMBER | |
| International Standard Book Number | 9781645603870 |
| Qualifying information | Paperback |
| 040 ## - CATALOGING SOURCE | |
| Original cataloging agency | NISER LIBRARY |
| Language of cataloging | eng |
| Transcribing agency | NISER LIBRARY |
| 082 ## - DEWEY DECIMAL CLASSIFICATION NUMBER | |
| Classification number | 82:159.94 |
| Item number | MOD-S |
| 100 ## - MAIN ENTRY--PERSONAL NAME | |
| Personal name | ମୋଦୀ, ହୀନା |
| 245 ## - TITLE STATEMENT | |
| Title | ଶରଶଯ୍ୟା |
| 260 ## - PUBLICATION, DISTRIBUTION, ETC. (IMPRINT) | |
| Place of publication, distribution, etc. | Bhubaneswar : |
| Name of publisher, distributor, etc. | Black Eagle Books, |
| Date of publication, distribution, etc. | 2023. |
| 300 ## - PHYSICAL DESCRIPTION | |
| Extent | 120 pages |
| 520 ## - SUMMARY, ETC. | |
| Summary, etc. | ହୃଦୟରୁ ଝରୁଥିବା ରକ୍ତରେ ଲେଖାଯାଇଛି ଶରଶଯ୍ୟା, ଜୀବନ ଯନ୍ତ୍ରଣାର ଭୟଙ୍କର ଅନୁଭବ । ପଢ଼ିଲା ବେଳେ ଆଖିରୁ ଝରିଆସୁଥିବା ଲୁହକୁ ଅଟକାଇ ପାରିଲିନି । ଆଉ ଏ ବହିର 'ମାଷ୍ଟର ପିସ୍]' ତ୍ରୟୋଦଶ ଅଧ୍ୟାୟ 'ଭଗବାନଙ୍କୁ ଗୋଟେ ଖୋଲାଚିଠି' ମୋ ଅନ୍ତରକୁ ଦୋହଲାଇ ଦେଇଥିଲା । କଷ୍ଟ ଯନ୍ତ୍ରଣା ସମୁଦ୍ରରେ ବୁଡ଼ି ବୁଡ଼ି ଜଣେ ଏତେ ସକାରାତ୍ମକ ଭାବରେ ଭଗବାନଙ୍କୁ ନିଜର କରିବାରେ କାର୍ପଣ୍ୟ କରିନାହାଁନ୍ତି । "ଆପଣ ଏହି ଲୁଚକାଳି ଖେଳ ଛାଡନ୍ତୁ ଏବଂ ମୋ ସାମନାକୁ ଆସନ୍ତୁ । ମୁଁ ମୋ ବାଳ ଧୋଇଦେବି ଏବଂ ସେଗୁଡ଼ିକୁ ଏକାଠି କରି ବାନ୍ଧି ଦେବି । ମୁଁ ମୋର ଅତିପ୍ରିୟ ମୟୁରକଣ୍ଠୀ ନୀଳ ଶାଢ଼ୀରେ ସଜେଇ ହେବି । ଆପଣ ମୋର ଟର୍କିସ୍ କାନଫୁଲ ଏବଂ କଙ୍କଣ ଦେଖି ମୋତେ ଚହ୍ନିପାରିବେ । ମୁଁ ମୋ ବାରଣ୍ଡାରେ ଆପଣଙ୍କ ସହିତ ବସିବି କାଡ଼ାମନ ବାସ୍ନାର କଫି ସହିତ । ମୁଁ କିଛି ବି ପ୍ରଶ୍ନ ପଚାରିବି ନାହିଁ । ଆମେ ଉଭୟେ ଉଭୟଙ୍କର ସୌହାର୍ଦ୍ଦ୍ୟ ଅନୁଭବ କରିବା ମୋ ବାରଣ୍ଡାରେ ଲାଗିଥିବା ଦୋଳି ଉପରେ ବସି । ମୁଁ ଆପଣଙ୍କ କାନ୍ଧ ଉପରେ ମୁଣ୍ଡ ରଖିବି । ମୁଁ ଚାହେଁ ଆପଣ ଆପଣଙ୍କ ରୁମାଲରେ ମୋ ଲୁହ ପୋଛି ଦିଅନ୍ତୁ । ମୁଁ ବହୁତ ଥକି ଯାଇଛି କିନ୍ତୁ ହାରି ଯାଇନି ।" ପୁସ୍ତକଟିରେ ଅନେକ ସ୍ଥାନରେ ପୁନଃ କଥନ ଓ ଅତିକଥନ ବେଳେବେଳେ ଅପ୍ରୀତିକର ଲାଗିପାରେ କିନ୍ତୁ ଯନ୍ତ୍ରଣାର ଅନୁଭବ, ଆକସିଡେଣ୍ଟାଲ, ଡାକ୍ତରଖାନାର ୧୧ ମାସର କଷ୍ଟ, ୧୬ରୁ ଅଧିକ ଅପରେସନ ବିରଳ ବ୍ୟାକ୍ଟୋରିଆ ଇନ୍]ଫେକ୍ସନ, ଆତ୍ମୀୟ, ପୁଅ, ଝିଅ, ସ୍ୱାମୀ, ସାଙ୍ଗସାଥୀ ମାନଙ୍କର ଭୂମିକା ଡାକ୍ତର ଓ ଥେରାପିଷ୍ଟ ମାନଙ୍କର ସାହାଯ୍ୟ ୧୪ଟି ଅଧ୍ୟାୟରେ ଲିପିବଦ୍ଧ ହୋଇଛି । ଶେଷ ଅଧ୍ୟାୟ ଜୀବନକୁ ଏସବୁ ପରେ ବି ସେ ଅତିମାତ୍ରାରେ ଭଲ ପାଆନ୍ତି । ସର୍ବଶେଷ ଉପଲବ୍]ଧି ହେଲା, "ତୁମେ ଯେତେବେଳେ ହସୁଛ, ପୃଥିବୀ ତୁମ ସହିତ ହସେ, କିନ୍ତୁ ତୁମେ ଯେତେବେଳେ କାନ୍ଦୁଛ, ତୁମକୁ ଏକାହିଁ ସବୁ ଯନ୍ତ୍ରଣା ପିଇ କାନ୍ଦିବାକୁ ପଡ଼େ ।" |
| 650 ## - SUBJECT ADDED ENTRY--TOPICAL TERM | |
| Topical term or geographic name as entry element | Suffering |
| General subdivision | Personal narratives |
| 650 ## - SUBJECT ADDED ENTRY--TOPICAL TERM | |
| Topical term or geographic name as entry element | Patients |
| General subdivision | Biography |
| 650 ## - SUBJECT ADDED ENTRY--TOPICAL TERM | |
| Topical term or geographic name as entry element | Trauma |
| General subdivision | Psychological aspects |
| -- | Personal narratives |
| 700 ## - ADDED ENTRY--PERSONAL NAME | |
| Personal name | ପଟ୍ଟନାୟକ, ବିଜୟଲକ୍ଷ୍ମୀ ମହାନ୍ତି |
| Linkage | 880-03 |
| 942 ## - ADDED ENTRY ELEMENTS (KOHA) | |
| Koha item type | Odia Collection |
| Source of classification or shelving scheme | Universal Decimal Classification |
| Withdrawn status | Lost status | Source of classification or shelving scheme | Damaged status | Not for loan | Home library | Current library | Shelving location | Date acquired | Source of acquisition | Cost, normal purchase price | Total Checkouts | Full call number | Barcode | Date last seen | Cost, replacement price | Price effective from | Koha item type |
|---|---|---|---|---|---|---|---|---|---|---|---|---|---|---|---|---|---|
| Universal Decimal Classification | NISER LIBRARY | NISER LIBRARY | 1st Floor - Odia Collection | 17/11/2025 | 21 | 170.00 | 82:159.94 MOD-S | 26104 | 24/11/2025 | 200.00 | 17/11/2025 | Odia Collection |