opac header image
Image from Google Jackets

ମହାଗାଥା କର୍ମସୂତ୍ରର (ଦେବାଦତ୍ତ ଓ ବିଧାନ ଉପାଖ୍ୟାନ)

By: Publication details: Bhubaneswar : Black Eagle Books, 2022.Description: 525 pagesISBN:
  • 9781645602828
Subject(s): DDC classification:
  • 82-97 MIS-M
Online resources: Summary: ମନୁଷ୍ୟର, ବିଧାତାର ଆସନରେ ବସିବାର ଦୁର୍ଦ୍ଦମନୀୟ ଇଛା ଯଦି କୋଉଠି ଦାରୁଣ ଧକ୍କା ଖାଇ ଆସିଛି ସେ ହେଲା ଭବିତବ୍ୟ। ଦୃଶ୍ୟ ଓ ଅଦୃଶ୍ୟ ଏ ଦୁଇ ଇଲାକାରେ ତା'ର ଦୁଇଟି ପାଦ ରଖି ଜୀବନ ରାସ୍ତାରେ ବାଧ୍ୟ ହୋଇ ଚାଲିବା ବେଳେ ପର ମୁହୂର୍ତ୍ତରେ, ଅଦୃଶ୍ୟ ଇଲାକାରେ ପଡ଼ୁଥିବା ନିଜର ହିଁ ପାଦଟିର ଗତିବିଧି ଜାଣିବା ତା' ପାଇଁ ସମ୍ପୂର୍ଣ୍ଣ ଅସମ୍ଭବ ରହିଆସିଛି। ଭାଗ୍ୟ, ଭବିଷ୍ୟତ, ପ୍ରାରବ୍ଧ...କେତେ ନାଁ ଦେଇ ସେ ଏଇ ଇଲାକାରୁ କାଣିଚାଏ ଦେଖିବା ପାଇଁ କେତେ କେତେ ଲୋକଙ୍କ ନିଷ୍ଫଳ ଶରଣାଗତ ସେ ହୋଇଛି, କିନ୍ତୁ ଭବିଷ୍ୟତ ତ ଦୂରର କଥା, ପର ମୁହୂର୍ତ୍ତରେ କ'ଣ ଅଛି ମଧ୍ୟ ଜାଣିପାରୁ ନାହିଁ। ଭାରତୀୟ ଦର୍ଶନରେ କର୍ମବାଦ, ଏଇ ବିଫଳତାର ଏକ ସଫଳ ଅଭିବ୍ୟକ୍ତି । କ୍ଷୁଦ୍ର ମଞ୍ଜିଟିଏ ବିଶାଳ ବଟବୃକ୍ଷ କୁ ଜନ୍ମ ଦେବା ପରି ନିଜର କୃତକର୍ମ ହିଁ ନିଜ ଭାଗ୍ୟ ର ଗତିପଥକୁ ନିର୍ଣ୍ଣୟ କରେ, କର୍ମବାଦର ଏହି ସର୍ବ ସ୍ୱୀକୃତ ତତ୍ତ୍ୱ ହିଁ ଏହି 'ମହାଗାଥା କର୍ମସୂତ୍ର ର' ଅନ୍ତଃପ୍ଳାବିନୀ ଫଲ୍ ଗୁ । ଆଉ ବିଗିଡ଼ା କର୍ମ ଭୟଙ୍କର ହେଲେ ଆଗାମୀ ପୁରୁଷ ପୁରୁଷ ଧରି ଯେ ତା'ର ମନ୍ଦଫଳ ଭୋଗ କରନ୍ତି, ଏହି ଉପନ୍ୟାସ ଟି ତାହାର ଏକ ଅନୁଗତ ଆଲେଖ୍ୟ।
Star ratings
    Average rating: 0.0 (0 votes)
Holdings
Item type Current library Call number Status Barcode
Odia Collection Odia Collection NISER LIBRARY 1st Floor - Odia Collection 82-97 MIS-M (Browse shelf(Opens below)) Available 26096

ମନୁଷ୍ୟର, ବିଧାତାର ଆସନରେ ବସିବାର ଦୁର୍ଦ୍ଦମନୀୟ ଇଛା ଯଦି କୋଉଠି ଦାରୁଣ ଧକ୍କା ଖାଇ ଆସିଛି ସେ ହେଲା ଭବିତବ୍ୟ। ଦୃଶ୍ୟ ଓ ଅଦୃଶ୍ୟ ଏ ଦୁଇ ଇଲାକାରେ ତା'ର ଦୁଇଟି ପାଦ ରଖି ଜୀବନ ରାସ୍ତାରେ ବାଧ୍ୟ ହୋଇ ଚାଲିବା ବେଳେ ପର ମୁହୂର୍ତ୍ତରେ, ଅଦୃଶ୍ୟ ଇଲାକାରେ ପଡ଼ୁଥିବା ନିଜର ହିଁ ପାଦଟିର ଗତିବିଧି ଜାଣିବା ତା' ପାଇଁ ସମ୍ପୂର୍ଣ୍ଣ ଅସମ୍ଭବ ରହିଆସିଛି। ଭାଗ୍ୟ, ଭବିଷ୍ୟତ, ପ୍ରାରବ୍ଧ...କେତେ ନାଁ ଦେଇ ସେ ଏଇ ଇଲାକାରୁ କାଣିଚାଏ ଦେଖିବା ପାଇଁ କେତେ କେତେ ଲୋକଙ୍କ ନିଷ୍ଫଳ ଶରଣାଗତ ସେ ହୋଇଛି, କିନ୍ତୁ ଭବିଷ୍ୟତ ତ ଦୂରର କଥା, ପର ମୁହୂର୍ତ୍ତରେ କ'ଣ ଅଛି ମଧ୍ୟ ଜାଣିପାରୁ ନାହିଁ। ଭାରତୀୟ ଦର୍ଶନରେ କର୍ମବାଦ, ଏଇ ବିଫଳତାର ଏକ ସଫଳ ଅଭିବ୍ୟକ୍ତି । କ୍ଷୁଦ୍ର ମଞ୍ଜିଟିଏ ବିଶାଳ ବଟବୃକ୍ଷ କୁ ଜନ୍ମ ଦେବା ପରି ନିଜର କୃତକର୍ମ ହିଁ ନିଜ ଭାଗ୍ୟ ର ଗତିପଥକୁ ନିର୍ଣ୍ଣୟ କରେ, କର୍ମବାଦର ଏହି ସର୍ବ ସ୍ୱୀକୃତ ତତ୍ତ୍ୱ ହିଁ ଏହି 'ମହାଗାଥା କର୍ମସୂତ୍ର ର' ଅନ୍ତଃପ୍ଳାବିନୀ ଫଲ୍ ଗୁ । ଆଉ ବିଗିଡ଼ା କର୍ମ ଭୟଙ୍କର ହେଲେ ଆଗାମୀ ପୁରୁଷ ପୁରୁଷ ଧରି ଯେ ତା'ର ମନ୍ଦଫଳ ଭୋଗ କରନ୍ତି, ଏହି ଉପନ୍ୟାସ ଟି ତାହାର ଏକ ଅନୁଗତ ଆଲେଖ୍ୟ।

There are no comments on this title.

to post a comment.