TY - GEN AU - କୁନ୍ଦେରା, ମିଲନ AU - ମିଶ୍ର, ରବି ଶଙ୍କର AU - ମିଶ୍ର, ସ୍ନେହ TI - ହାଲୁକା ମଣିଷ SN - 9781645602279 U1 - 82:1 PY - 2021/// CY - Bhubaneswar PB - Black Eagle Books KW - Existentialism in literature KW - Philosophy in literature KW - Human behavior KW - Philosophy N2 - ଜୀବନଟା କାହା ପାଇଁ କେମିତି । ଜଣକ ପାଇଁ ଜୀବନ ପକ୍ଷୀର ପର ପରି ହାଲୁକା ତ ଆଉ କାହା ପାଇଁ ଗୋଟେ ଓଜନିଆ ପଥର ପରି ବୋଝ । କୁନ୍ଦେରାଙ୍କ ଦୃଷ୍ଟିରେ ଆମର ବୋଝ ଯେତିକି ଅଧିକ ହୁଏ, ମାଟି ସହିତ ଜୀବନ ସେତିକି ନିବିଡ଼ ହୁଏ । ଅପରପକ୍ଷେ ବୋଝ ନଥିଲେ ମଣିଷର ଜୀବନ ପବନ ପରି ହାଲୁକା ହେଇଯାଏ । ଉପରକୁ ଉଠିଉଠିକା ଯାଏ ଆଉ ମଣିଷର ଜୀବନ କ୍ରମଶଃ ଅର୍ଦ୍ଧସତ୍ୟ ଓ ନଗଣ୍ୟ ହେଇଯାଏ । ତେବେ ଆମେ କୋଉଟାକୁ ବାଛିବା କଥା- ହାଲୁକା ନା ଓଜନ? ତାଙ୍କର ବହୁ ଚର୍ଚ୍ଚିତ ଉପନ୍ୟାସ 'The Unbearable Lightness of Being' ରେ ଏପରି ଏକ ଜୀବନ ଦର୍ଶନକୁ ଏକ ଭିନ୍ନ ଶୈଳୀରେ ଅବତାରଣା କରାଯାଇଛି । "ହାଲୁକା ମଣିଷ'- ଏହି ବହିଟିର ଓଡ଼ିଆ ଅନୁବାଦ ଆମର ଓଡ଼ିଆ ପାଠକଙ୍କ ଉଦ୍ଦେଶ୍ୟରେ ଏକ ବୌଦ୍ଧିକ ପ୍ରୟାସ ମାତ୍ର । UR - https://www.goodreads.com/book/show/80365708-haluka-manisha?ref=nav_sb_ss_1_13#CommunityReviews ER -