opac header image
Image from Google Jackets

ଛ ମାଣ ଆଠଗୁଣ୍ଠ

By: Publication details: Bhubaneswar : Black Eagle Books, 2022.Description: 155 pagesISBN:
  • 9781645602699
Subject(s): DDC classification:
  • 316.64 SEN-C
Online resources: Summary: 'ଛ ମାଣ ଆଠଗୁଣ୍ଠ' ଭୂମି କୈନ୍ଦ୍ରିକ ଉପନ୍ୟାସ । ଊନବିଂଶ ଶତାବ୍ଦୀର ଶେଷାର୍ଦ୍ଧରେ ଓଡ଼ିଆ ଜନଜୀବନର ମୂଳଭିତ୍ତି ଥିଲା ଭୂସମ୍ପଦ ଓ ଗୋ ସମ୍ପଦ । ଏତଦ୍]ବ୍ୟତୀତ ଗୁଡ଼ାଏ କୁସଂସ୍କାର ଓ ଅନ୍ଧବିଶ୍ୱାସ ଏଭଳି ପ୍ରଭାବ ବିସ୍ତାର କରିଥିଲା ଯେ ସେହି ସମୟର ସମାଜରେ ପୁରୋହିତମାନଙ୍କର କଥାକୁ ବିନା ପ୍ରଶ୍ନରେ ଗ୍ରହଣ କରାଯାଉଥିଲା । ଅଶିକ୍ଷା, ସ୍ୱାର୍ଥପରତା, ଆତ୍ମଗର୍ବ ସହିତ ମିଶି ଯାଇଥିଲା ଅନ୍ୟକୁ ନିମ୍ନ ସ୍ତରର ବୋଲି ପ୍ରତିପାଦନ କରିବାର ମାନସିକତା । ଫକୀରମୋହନ ସ୍ତ୍ରୀଶିକ୍ଷାର ପକ୍ଷପାତୀ ଥିଲେ । କନ୍ୟା ଧନ ବିପକ୍ଷରେ ଲେଖନୀ ଚାଳନା କରିଥିଲେ । ଶିକ୍ଷା କିଭଳି ମଣିଷକୁ ଉଦାର କରିଦିଏ ତାହା ତାଙ୍କର ଅନେକ ରଚନାରେ ପ୍ରତିପାଦିତ । ତେବେ 'ଛାମାଣ ଆଠଗୁଣ୍ଠ'ରେ ଭୂମି ଓ ଧେନୁ ସମ୍ପଦ ଉପରେ ଗୁରୁତ୍ୱ ପ୍ରଦାନ କରାଯାଇଛି । ଛ ମାଣ ଆଠଗୁଣ୍ଠ ତାଙ୍କର ପ୍ରଥମ ଉପନ୍ୟାସ । 'ଛ ମାଣ ଆଠଗୁଣ୍ଠ' ୧୮୯୭ରୁ ୧୮୯୯ ପର୍ଯ୍ୟନ୍ତ ଦୁଇବର୍ଷ କାଳ ଧାରାବାହିକ ଭାବରେ ଉତ୍କଳ ସାହିତ୍ୟରେ 'ଧୂର୍ଜଟୀ' ଛଦ୍ମ ନାମରେ ପ୍ରକାଶିତ ହେଉଥିଲା । ୧୯୦୨ରେ ଏହା ପୁସ୍ତକ ଆକାରରେ ପ୍ରକାଶିତ ହେଲା । ପୁସ୍ତକରେ ଲେଖକ ଭାବରେ ଫକୀର ମୋହନ ସେନାପତିଙ୍କ ନାମ ଉଲ୍ଲେଖ ଥିଲା । ଧାରାବାହିକ ଭାବେ ପ୍ରକାଶିତ ହେଉଥିବା ସମୟରେ ଏହା ଖୁବ୍ ଲୋକପ୍ରିୟ ହୋଇଥିଲା ।
Star ratings
    Average rating: 0.0 (0 votes)
Holdings
Item type Current library Call number Status Date due Barcode
Odia Collection Odia Collection NISER LIBRARY 1st Floor - Odia Collection 316.64 SEN-C (Browse shelf(Opens below)) Checked out to Susmita Raj (25224006) 31/03/2026 26094

'ଛ ମାଣ ଆଠଗୁଣ୍ଠ' ଭୂମି କୈନ୍ଦ୍ରିକ ଉପନ୍ୟାସ । ଊନବିଂଶ ଶତାବ୍ଦୀର ଶେଷାର୍ଦ୍ଧରେ ଓଡ଼ିଆ ଜନଜୀବନର ମୂଳଭିତ୍ତି ଥିଲା ଭୂସମ୍ପଦ ଓ ଗୋ ସମ୍ପଦ । ଏତଦ୍]ବ୍ୟତୀତ ଗୁଡ଼ାଏ କୁସଂସ୍କାର ଓ ଅନ୍ଧବିଶ୍ୱାସ ଏଭଳି ପ୍ରଭାବ ବିସ୍ତାର କରିଥିଲା ଯେ ସେହି ସମୟର ସମାଜରେ ପୁରୋହିତମାନଙ୍କର କଥାକୁ ବିନା ପ୍ରଶ୍ନରେ ଗ୍ରହଣ କରାଯାଉଥିଲା । ଅଶିକ୍ଷା, ସ୍ୱାର୍ଥପରତା, ଆତ୍ମଗର୍ବ ସହିତ ମିଶି ଯାଇଥିଲା ଅନ୍ୟକୁ ନିମ୍ନ ସ୍ତରର ବୋଲି ପ୍ରତିପାଦନ କରିବାର ମାନସିକତା । ଫକୀରମୋହନ ସ୍ତ୍ରୀଶିକ୍ଷାର ପକ୍ଷପାତୀ ଥିଲେ । କନ୍ୟା ଧନ ବିପକ୍ଷରେ ଲେଖନୀ ଚାଳନା କରିଥିଲେ । ଶିକ୍ଷା କିଭଳି ମଣିଷକୁ ଉଦାର କରିଦିଏ ତାହା ତାଙ୍କର ଅନେକ ରଚନାରେ ପ୍ରତିପାଦିତ । ତେବେ 'ଛାମାଣ ଆଠଗୁଣ୍ଠ'ରେ ଭୂମି ଓ ଧେନୁ ସମ୍ପଦ ଉପରେ ଗୁରୁତ୍ୱ ପ୍ରଦାନ କରାଯାଇଛି । ଛ ମାଣ ଆଠଗୁଣ୍ଠ ତାଙ୍କର ପ୍ରଥମ ଉପନ୍ୟାସ । 'ଛ ମାଣ ଆଠଗୁଣ୍ଠ' ୧୮୯୭ରୁ ୧୮୯୯ ପର୍ଯ୍ୟନ୍ତ ଦୁଇବର୍ଷ କାଳ ଧାରାବାହିକ ଭାବରେ ଉତ୍କଳ ସାହିତ୍ୟରେ 'ଧୂର୍ଜଟୀ' ଛଦ୍ମ ନାମରେ ପ୍ରକାଶିତ ହେଉଥିଲା । ୧୯୦୨ରେ ଏହା ପୁସ୍ତକ ଆକାରରେ ପ୍ରକାଶିତ ହେଲା । ପୁସ୍ତକରେ ଲେଖକ ଭାବରେ ଫକୀର ମୋହନ ସେନାପତିଙ୍କ ନାମ ଉଲ୍ଲେଖ ଥିଲା । ଧାରାବାହିକ ଭାବେ ପ୍ରକାଶିତ ହେଉଥିବା ସମୟରେ ଏହା ଖୁବ୍ ଲୋକପ୍ରିୟ ହୋଇଥିଲା ।

There are no comments on this title.

to post a comment.