| 000 | 03342 a2200265 4500 | ||
|---|---|---|---|
| 003 | NISER | ||
| 005 | 20251121152711.0 | ||
| 008 | 251121b |||||||| |||| 00| 0 hin d | ||
| 020 |
_a9781645602699 _qPaperback |
||
| 040 |
_aNISER LIBRARY _beng _cNISER LIBRARY |
||
| 082 |
_a316.64 _bSEN-C |
||
| 100 | _aସେନାପତି, ଫକୀର ମୋହନ | ||
| 245 | _aଛ ମାଣ ଆଠଗୁଣ୍ଠ | ||
| 260 |
_aBhubaneswar : _bBlack Eagle Books, _c2022. |
||
| 300 | _a155 pages | ||
| 520 | _a'ଛ ମାଣ ଆଠଗୁଣ୍ଠ' ଭୂମି କୈନ୍ଦ୍ରିକ ଉପନ୍ୟାସ । ଊନବିଂଶ ଶତାବ୍ଦୀର ଶେଷାର୍ଦ୍ଧରେ ଓଡ଼ିଆ ଜନଜୀବନର ମୂଳଭିତ୍ତି ଥିଲା ଭୂସମ୍ପଦ ଓ ଗୋ ସମ୍ପଦ । ଏତଦ୍]ବ୍ୟତୀତ ଗୁଡ଼ାଏ କୁସଂସ୍କାର ଓ ଅନ୍ଧବିଶ୍ୱାସ ଏଭଳି ପ୍ରଭାବ ବିସ୍ତାର କରିଥିଲା ଯେ ସେହି ସମୟର ସମାଜରେ ପୁରୋହିତମାନଙ୍କର କଥାକୁ ବିନା ପ୍ରଶ୍ନରେ ଗ୍ରହଣ କରାଯାଉଥିଲା । ଅଶିକ୍ଷା, ସ୍ୱାର୍ଥପରତା, ଆତ୍ମଗର୍ବ ସହିତ ମିଶି ଯାଇଥିଲା ଅନ୍ୟକୁ ନିମ୍ନ ସ୍ତରର ବୋଲି ପ୍ରତିପାଦନ କରିବାର ମାନସିକତା । ଫକୀରମୋହନ ସ୍ତ୍ରୀଶିକ୍ଷାର ପକ୍ଷପାତୀ ଥିଲେ । କନ୍ୟା ଧନ ବିପକ୍ଷରେ ଲେଖନୀ ଚାଳନା କରିଥିଲେ । ଶିକ୍ଷା କିଭଳି ମଣିଷକୁ ଉଦାର କରିଦିଏ ତାହା ତାଙ୍କର ଅନେକ ରଚନାରେ ପ୍ରତିପାଦିତ । ତେବେ 'ଛାମାଣ ଆଠଗୁଣ୍ଠ'ରେ ଭୂମି ଓ ଧେନୁ ସମ୍ପଦ ଉପରେ ଗୁରୁତ୍ୱ ପ୍ରଦାନ କରାଯାଇଛି । ଛ ମାଣ ଆଠଗୁଣ୍ଠ ତାଙ୍କର ପ୍ରଥମ ଉପନ୍ୟାସ । 'ଛ ମାଣ ଆଠଗୁଣ୍ଠ' ୧୮୯୭ରୁ ୧୮୯୯ ପର୍ଯ୍ୟନ୍ତ ଦୁଇବର୍ଷ କାଳ ଧାରାବାହିକ ଭାବରେ ଉତ୍କଳ ସାହିତ୍ୟରେ 'ଧୂର୍ଜଟୀ' ଛଦ୍ମ ନାମରେ ପ୍ରକାଶିତ ହେଉଥିଲା । ୧୯୦୨ରେ ଏହା ପୁସ୍ତକ ଆକାରରେ ପ୍ରକାଶିତ ହେଲା । ପୁସ୍ତକରେ ଲେଖକ ଭାବରେ ଫକୀର ମୋହନ ସେନାପତିଙ୍କ ନାମ ଉଲ୍ଲେଖ ଥିଲା । ଧାରାବାହିକ ଭାବେ ପ୍ରକାଶିତ ହେଉଥିବା ସମୟରେ ଏହା ଖୁବ୍ ଲୋକପ୍ରିୟ ହୋଇଥିଲା । | ||
| 650 | _aSocial attitudes | ||
| 650 |
_aLand tenure _zIndia _zOdisha |
||
| 650 |
_aLand ownership _xSocial aspects _zIndia |
||
| 650 |
_aCaste and social hierarchy _zIndia |
||
| 856 |
_3Reviews _uhttps://www.goodreads.com/book/show/61635358-chha-mana-atha-guntha#CommunityReviews |
||
| 942 |
_cOC _2udc |
||
| 999 |
_c36421 _d36421 |
||