| 000 | 04423 a2200265 4500 | ||
|---|---|---|---|
| 003 | NISER | ||
| 005 | 20251209162241.0 | ||
| 008 | 251121b |||||||| |||| 00| 0 hin d | ||
| 020 |
_a9781645603870 _qPaperback |
||
| 040 |
_aNISER LIBRARY _beng _cNISER LIBRARY |
||
| 082 |
_a82:159.94 _bMOD-S |
||
| 100 | _aମୋଦୀ, ହୀନା | ||
| 245 | _aଶରଶଯ୍ୟା | ||
| 260 |
_aBhubaneswar : _bBlack Eagle Books, _c2023. |
||
| 300 | _a120 pages | ||
| 520 | _aହୃଦୟରୁ ଝରୁଥିବା ରକ୍ତରେ ଲେଖାଯାଇଛି ଶରଶଯ୍ୟା, ଜୀବନ ଯନ୍ତ୍ରଣାର ଭୟଙ୍କର ଅନୁଭବ । ପଢ଼ିଲା ବେଳେ ଆଖିରୁ ଝରିଆସୁଥିବା ଲୁହକୁ ଅଟକାଇ ପାରିଲିନି । ଆଉ ଏ ବହିର 'ମାଷ୍ଟର ପିସ୍]' ତ୍ରୟୋଦଶ ଅଧ୍ୟାୟ 'ଭଗବାନଙ୍କୁ ଗୋଟେ ଖୋଲାଚିଠି' ମୋ ଅନ୍ତରକୁ ଦୋହଲାଇ ଦେଇଥିଲା । କଷ୍ଟ ଯନ୍ତ୍ରଣା ସମୁଦ୍ରରେ ବୁଡ଼ି ବୁଡ଼ି ଜଣେ ଏତେ ସକାରାତ୍ମକ ଭାବରେ ଭଗବାନଙ୍କୁ ନିଜର କରିବାରେ କାର୍ପଣ୍ୟ କରିନାହାଁନ୍ତି । "ଆପଣ ଏହି ଲୁଚକାଳି ଖେଳ ଛାଡନ୍ତୁ ଏବଂ ମୋ ସାମନାକୁ ଆସନ୍ତୁ । ମୁଁ ମୋ ବାଳ ଧୋଇଦେବି ଏବଂ ସେଗୁଡ଼ିକୁ ଏକାଠି କରି ବାନ୍ଧି ଦେବି । ମୁଁ ମୋର ଅତିପ୍ରିୟ ମୟୁରକଣ୍ଠୀ ନୀଳ ଶାଢ଼ୀରେ ସଜେଇ ହେବି । ଆପଣ ମୋର ଟର୍କିସ୍ କାନଫୁଲ ଏବଂ କଙ୍କଣ ଦେଖି ମୋତେ ଚହ୍ନିପାରିବେ । ମୁଁ ମୋ ବାରଣ୍ଡାରେ ଆପଣଙ୍କ ସହିତ ବସିବି କାଡ଼ାମନ ବାସ୍ନାର କଫି ସହିତ । ମୁଁ କିଛି ବି ପ୍ରଶ୍ନ ପଚାରିବି ନାହିଁ । ଆମେ ଉଭୟେ ଉଭୟଙ୍କର ସୌହାର୍ଦ୍ଦ୍ୟ ଅନୁଭବ କରିବା ମୋ ବାରଣ୍ଡାରେ ଲାଗିଥିବା ଦୋଳି ଉପରେ ବସି । ମୁଁ ଆପଣଙ୍କ କାନ୍ଧ ଉପରେ ମୁଣ୍ଡ ରଖିବି । ମୁଁ ଚାହେଁ ଆପଣ ଆପଣଙ୍କ ରୁମାଲରେ ମୋ ଲୁହ ପୋଛି ଦିଅନ୍ତୁ । ମୁଁ ବହୁତ ଥକି ଯାଇଛି କିନ୍ତୁ ହାରି ଯାଇନି ।" ପୁସ୍ତକଟିରେ ଅନେକ ସ୍ଥାନରେ ପୁନଃ କଥନ ଓ ଅତିକଥନ ବେଳେବେଳେ ଅପ୍ରୀତିକର ଲାଗିପାରେ କିନ୍ତୁ ଯନ୍ତ୍ରଣାର ଅନୁଭବ, ଆକସିଡେଣ୍ଟାଲ, ଡାକ୍ତରଖାନାର ୧୧ ମାସର କଷ୍ଟ, ୧୬ରୁ ଅଧିକ ଅପରେସନ ବିରଳ ବ୍ୟାକ୍ଟୋରିଆ ଇନ୍]ଫେକ୍ସନ, ଆତ୍ମୀୟ, ପୁଅ, ଝିଅ, ସ୍ୱାମୀ, ସାଙ୍ଗସାଥୀ ମାନଙ୍କର ଭୂମିକା ଡାକ୍ତର ଓ ଥେରାପିଷ୍ଟ ମାନଙ୍କର ସାହାଯ୍ୟ ୧୪ଟି ଅଧ୍ୟାୟରେ ଲିପିବଦ୍ଧ ହୋଇଛି । ଶେଷ ଅଧ୍ୟାୟ ଜୀବନକୁ ଏସବୁ ପରେ ବି ସେ ଅତିମାତ୍ରାରେ ଭଲ ପାଆନ୍ତି । ସର୍ବଶେଷ ଉପଲବ୍]ଧି ହେଲା, "ତୁମେ ଯେତେବେଳେ ହସୁଛ, ପୃଥିବୀ ତୁମ ସହିତ ହସେ, କିନ୍ତୁ ତୁମେ ଯେତେବେଳେ କାନ୍ଦୁଛ, ତୁମକୁ ଏକାହିଁ ସବୁ ଯନ୍ତ୍ରଣା ପିଇ କାନ୍ଦିବାକୁ ପଡ଼େ ।" | ||
| 650 |
_aSuffering _xPersonal narratives |
||
| 650 |
_aPatients _xBiography |
||
| 650 |
_aTrauma _xPsychological aspects _xPersonal narratives |
||
| 700 |
_aପଟ୍ଟନାୟକ, ବିଜୟଲକ୍ଷ୍ମୀ ମହାନ୍ତି _6880-03 |
||
| 942 |
_cOC _2udc |
||
| 999 |
_c36430 _d36430 |
||